ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସୁଧାରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସୁଧାରିବା   କ୍ରିୟାପଦ

ଅର୍ଥ : ଦୋଷ,ତ୍ରୁଟି ଆଦି ଦୂରକରି ଠିକ୍‌ ବା ଭଲ ଅବସ୍ଥାକୁ ଆଣିବା ବା ଠିକ୍‌ କରି କାମରେ ଲଗେଇବା ଯୋଗ୍ୟ କରାଇବା

ଉଦାହରଣ : ଶିକ୍ଷକ ଆମ ଲେଖାକୁ ସଂଶୋଧନ କରୁଛନ୍ତି

ସମକକ୍ଷ : ଠିକ୍‌ କରିବା, ସଂଶୋଧନ କରିବା

दोष, त्रुटियाँ आदि दूर करके ठीक या अच्छी अवस्था में लाना या दुरुस्त या ठीक करके काम में लाने योग्य बनाना।

गुरुजी हमारे द्वारा लिखे गए लेख को सुधार रहे हैं।
अनगाना, ठीक करना, सँवारना, संवारना, संशोधन करना, सुधार करना, सुधारना, सोधना

To make better.

The editor improved the manuscript with his changes.
ameliorate, amend, better, improve, meliorate