ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସୁଧାର ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସୁଧାର   ବିଶେଷ୍ୟ

ଅର୍ଥ : କୌଣସି ଜିନିଷକୁ ଆହୁରି ଭଲ ବା ଅଧିକ ଉପଯୋଗୀ କରିବା ବା କରାଇବା କାର୍ଯ୍ୟ

ଉଦାହରଣ : ଏହି କାର୍ଯ୍ୟରେ ସୁଧାରର ମଧ୍ୟ ଆବଶ୍ୟକତା ରହିଛି ଡାକ୍ତରଙ୍କ ହାତରେ ରୋଗୀଙ୍କର ଉଦ୍ଧାର ହୋଇଥାଏ

ସମକକ୍ଷ : ଉଦ୍ଧାର

किसी चीज़ को और अच्छा, नया व सुंदर रूप देने की क्रिया या उसे अधिक उपयोगी बनाने या उसके अधिक उपयोगी बनने की क्रिया।

इस कार्य में सुधार की आवश्यकता है।
इसलाह, इस्लाह, उद्धार, दुरुस्ती, शिष्टि, संस्करण, संस्कार, सुधार

A change for the better. Progress in development.

advance, betterment, improvement

ସୁଧାର   ବିଶେଷଣ

ଅର୍ଥ : ଯାହାଙ୍କୁ ଭଲ କାମ କରିବା ଢଙ୍ଗ ଆସେ

ଉଦାହରଣ : ସୁଧାର ବୋହୂଟିଏ ପାଇ ଲତାର ଶ୍ୱଶୁରଘର ଲୋକେ ବହୁତ ଖୁସି ଅଛନ୍ତି

ସମକକ୍ଷ : ଶାନ୍ତ, ଶିଷ୍ଟ