ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସୂଚେଇ ଦେବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସୂଚେଇ ଦେବା   କ୍ରିୟାପଦ

ଅର୍ଥ : ସାବଧାନ କରିବାପାଇଁ ପ୍ରଥମରୁ ସୂଚନା ଦେବା

ଉଦାହରଣ : ପାଣିପାଗ ବିଭାଗଦ୍ୱାରା ମାଛଧରାଳୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାପାଇଁ ଚେତାବନୀ ଦିଆଯାଇଅଛି

ସମକକ୍ଷ : ଖବରଦାର କରିବା, ଚେତାବନୀ ଦେବା, ସାବଧାନ କରିବା

सावधान करने के लिए पहले से सूचना देना।

मौसम विभाग द्वारा मछुआरों को समुद्र की ओर न जाने की चेतावनी दी गई है।
आगाह करना, ख़बरदार करना, चिताना, चेताना, चेतावनी देना, चौंकाना, जताना, सावधान करना