ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସୂର୍ଯ୍ୟପରାଗ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସୂର୍ଯ୍ୟପରାଗ   ବିଶେଷ୍ୟ

ଅର୍ଥ : ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ ଚନ୍ଦ୍ର ଆସିବା ଫଳରେ ସୂର୍ଯ୍ୟ କିରଣ ପୃଥିବୀରେ ନ ପଡ଼ିବା ସ୍ଥିତି

ଉଦାହରଣ : ସୂର୍ଯ୍ୟପରାଗ ଅମାବାସ୍ୟା ଦିନ ହୋଇଥାଏ

सूर्य और पृथ्वी के बीच में चँद्रमा के आ जाने से पृथ्वी पर सूर्य के प्रकाश का न पहुँच पाने की स्थिति।

सूर्य ग्रहण अमावस्या के दिन होता है।
पर्व, सूर्य ग्रहण

The moon interrupts light from the sun.

solar eclipse