ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସୃଜନ କରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସୃଜନ କରିବା   କ୍ରିୟାପଦ

ଅର୍ଥ : ରଚନା କରିବା ବା ପ୍ରସ୍ତୁତ କରିବା

ଉଦାହରଣ : ମୁଁ ଆଜି ଗୋଟିଏ ନୂଆ କବିତା ରଚନା କରିଛି

ସମକକ୍ଷ : ପ୍ରସ୍ତୁତ କରିବା, ରଚନା କରିବା, ସର୍ଜନା କରିବା, ସୃଷ୍ଟି କରିବା

रच या बनाकर तैयार करना।

मैंने आज एक नई कविता की सृष्टि की।
रचना करना, सिरजना, सृजन करना, सृष्टि करना

Bring into existence.

The company was created 25 years ago.
He created a new movement in painting.
create