ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସେକିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସେକିବା   କ୍ରିୟାପଦ

ଅର୍ଥ : ନିଆଁ ଉପରେ ବା ତା ସାମନାରେ ରଖିକରି ସାଧାରଣ ଗରମ ପହଞ୍ଚାଇବା

ଉଦାହରଣ : ମା ଚୁଲିରେ ରୋଟି ସେକନ୍ତି

आग पर या उसके सामने रखकर साधारण गरमी पहुँचाना।

माँ चुल्हे में रोटियाँ सेंकती हैं।
सेंकना

Make brown and crisp by heating.

Toast bread.
Crisp potatoes.
crisp, crispen, toast