ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସେତୁ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସେତୁ   ବିଶେଷ୍ୟ

ଅର୍ଥ : ନଦୀ ପାରହେବାପାଇଁ ତିଆରି କରାଯାଇଥିବା କାଠ କିମ୍ବା ଖମ୍ବଯୁକ୍ତ ସିମେଣ୍ଟ ରାସ୍ତା

ଉଦାହରଣ : ନଦୀଗୁଡିକ ଉପରେ ଜାଗା ଜାଗାରେ ପୋଲ ତିଆରି କରାଯାଉଛି

ସମକକ୍ଷ : ପୋଲ, ବନ୍ଧ

नदियों आदि के ऊपर,उन्हें पार करने के लिए नावें पाटकर,मोटे रस्से बाँधकर या खम्भों पर पटरियाँ आदि बिछाकर बनाया हुआ रास्ता और उससे संबंध रखने वाली सारी रचना।

नदियों पर जगह-जगह पुल बनाए जा रहे हैं।
पुल, लंघनक, लङ्घनक, सेत, सेतु

A structure that allows people or vehicles to cross an obstacle such as a river or canal or railway etc..

bridge, span

ଅର୍ଥ : ନଦୀ ବା ଜଳାଶୟର ଜଳ ଅଟକାଇବାପାଇଁ ତାହାର ଧାରେଧାରେ ମାଟି କିମ୍ବା ପଥର ଆଦିର ରଚନା

ଉଦାହରଣ : ନଦୀରେ ବନ୍ଧ ପକାଇ ବିଜୁଳୀ ଶକ୍ତି ଉତ୍ପନ୍ନ କରାଯାଏ

ସମକକ୍ଷ : ବନ୍ଧ, ବାଡ଼

नदी या जलाशय का जल रोकने के लिए उसके किनारे बनी हुई मिट्टी, पत्थर आदि की रचना।

नदियों पर बाँध बनाकर बिजली पैदा की जाती है।
अवग्रह, आलि, जलबंधक, जलबन्धक, पुश्ता, बंद, बन्द, बाँध, बांध, सेत, सेतु

A barrier constructed to contain the flow of water or to keep out the sea.

dam, dike, dyke