ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସେବନ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସେବନ   ବିଶେଷ୍ୟ

ଅର୍ଥ : କୌଣସି ବସ୍ତୁର ବ୍ୟବହାରରେ ସୁଖ ବା ମଜା ନେବାର କ୍ରିୟା

ଉଦାହରଣ : ଏହି କାର୍ଯ୍ୟାଳୟର ସମସ୍ତ ପଦାଧିକାରୀ କାର୍ଯ୍ୟାଳୟର ବସ୍ତୁଗୁଡ଼ିକର ଖୁବ୍‌ ଉପଭୋଗ କରୁଛନ୍ତି

ସମକକ୍ଷ : ଉପଭୋଗ, ଭୋଗ

किसी वस्तु के व्यवहार से सुख या मजा लेने की क्रिया।

इस कार्यालय के सभी पदाधिकारी कार्यालयी वस्तुओं का खूब उपभोग करते हैं।
अनुभोग, आभोग, उपभोग, भोग, सुख भोग, सेवन

Act of receiving pleasure from something.

delectation, enjoyment

ଅର୍ଥ : ଖାଇବା ପିଇବା ଜିନିଷ ବା କୌଣସି ଅନ୍ୟ ବସ୍ତୁକୁ ଉପଯୋଗୀ କରିବା କ୍ରିୟା

ଉଦାହରଣ : ଅଧିକ ରକ୍ତଚାପରେ ପୀଡ଼ିତ ବ୍ୟକ୍ତିକୁ ନିୟମିତ ଭାବରେ ଔଷଧ ସେବନ କରିବା ଉଚିତ

ସମକକ୍ଷ : ଉପଭୋଗ, ଖାଇବା, ଗ୍ରହଣ କରିବା, ଭୋଜନ

खाने-पीने की चीजों या किसी अन्य वस्तु को उपयोग में लाने की क्रिया।

अधिक रक्तचाप से पीड़ित व्यक्ति को नियमित रूप से औषध का सेवन करना चाहिए।
उद्ग्रहण, उपभोग, रसास्वादन, सेवन

The act of using.

He warned against the use of narcotic drugs.
Skilled in the utilization of computers.
employment, exercise, usage, use, utilisation, utilization