ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସ୍ତ୍ରୀ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସ୍ତ୍ରୀ   ବିଶେଷ୍ୟ

ଅର୍ଥ : ଯାହା ସ୍ତ୍ରୀ ଜାତିସହ ସଂଶ୍ଳିଷ୍ଟ

ଉଦାହରଣ : ବାଘୁଣୀ, ସିଂହୀଆଦି ସ୍ତ୍ରୀ ଶ୍ରେଣୀର

ସମକକ୍ଷ : ନାରୀ, ମାଈ

वह जो मादा जाति का हो।

हथनी, बकरी, चिड़िया आदि मादा हैं।
मादा, स्त्री

An animal that produces gametes (ova) that can be fertilized by male gametes (spermatozoa).

female

ଅର୍ଥ : କାହାର ବିବାହିତା ସ୍ତ୍ରୀ

ଉଦାହରଣ : ସେ ନିଜ ସ୍ତ୍ରୀକୁ ପ୍ରାଣ ଭରି ଭଲ ପାଉଛି

ସମକକ୍ଷ : ଅର୍ଦ୍ଧାଙ୍ଗିନୀ, କଳତ୍ର, ଘରବାଲି, ଜୀବନ ସଙ୍ଗିନୀ, ଜୀବନ ସାଥୀ, ଧରମ ପତ୍ନୀ, ଧର୍ମ ପତ୍ନୀ, ନାରୀ, ପତ୍ନୀ, ବାମାଙ୍ଗୀ, ବିବି, ବେଗମ, ଭାର୍ଯ୍ୟା, ମାଇପ, ରମଣୀ, ସହଗାମିନୀ

A married woman. A man's partner in marriage.

married woman, wife

ଅର୍ଥ : ଗୋଟିଏ ବର୍ଣ୍ଣବୃତ୍ତ

ଉଦାହରଣ : ସ୍ତ୍ରୀରେ ଦୁଇଟି ଗୁରୁ ଥାଏ

एक वर्णवृत्त।

स्त्री में दो गुरु होते हैं।
स्त्री

(prosody) a system of versification.

poetic rhythm, prosody, rhythmic pattern

ଅର୍ଥ : ମନୁଷ୍ୟ ଜାତୀୟ ଜୀବର ଦୁଇଟି ଭେଦ ମଧ୍ୟରୁ ଗୋଟିଏ ହେଲା ଯେ ସେ ଗର୍ଭଧାରଣ କରି ସନ୍ତାନ ଉତ୍ପନ୍ନ କରିପାରେ

ଉଦାହରଣ : ଆଜିର ମହିଳାମାନେ ସବୁ କ୍ଷେତ୍ରରେ ପୁରୁଷଙ୍କର ସମାନ ହୋଇ ରହିଛନ୍ତି

ସମକକ୍ଷ : ନାରୀ, ବାମା, ବାଳା, ମହିଳା, ସ୍ତ୍ରୀଲୋକ

मनुष्य जाति के जीवों के दो भेदों में से एक जो गर्भ धारण करके संतान उत्पन्न कर सकती है।

आज की महिलाएँ हर क्षेत्र में पुरुषों की बराबरी कर रही हैं।
अंगना, अबला, औरत, ज़न, जोषिता, तनु, तिय, तिरिया, तीव, त्रिया, नार, नारी, बैयर, भाम, भामा, भामिनी, महिला, मानवी, मानुषी, मेहना, योषिता, रमणी, लुगाई, लोगाई, वनिता, वामा, वासिता, वासुरा, सुनंदा, सुनन्दा, स्त्री

A person who belongs to the sex that can have babies.

female, female person