ଅର୍ଥ : କୌଣସି ବିଷୟ, କଥା ବା ଘଟଣାର କୌଣସି ବିଶେଷ ସ୍ଥିତି
ଉଦାହରଣ :
କ୍ରୋଧ ଅବସ୍ଥାରେ କରାଯାଇଥିବା କାମ ଠିକ୍ ହୁଏ ନାହିଁ ତାର କି ଦଶା ପଡ଼ିଲା
ସମକକ୍ଷ : ଅବସ୍ଥା, ଗତି, ଦଶା, ହାଲ୍ଚାଲ୍
ଅର୍ଥ : ପ୍ରତିଷ୍ଠିତ ହେବାର ଅବସ୍ଥା ବା ଭାବ
ଉଦାହରଣ :
ତାହାର ସମାଜରେ ବଡ଼ ପ୍ରତିଷ୍ଠା ଅଛି ଏହି ନିର୍ବାଚନ ମୋତେ ଯେ କୌଣସି ପ୍ରକାରେରେ ଜିତିବାକୁ ହେବ କାରଣ ଏହା ମୋର ମର୍ଯ୍ୟାଦାର ପ୍ରଶ୍ନ
ସମକକ୍ଷ : ଆଦର, ପ୍ରତିପତ୍ତି, ପ୍ରତିଷ୍ଠା, ମର୍ଯ୍ୟାଦା, ସମ୍ମାନ