ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସ୍ପିଚ୍‌ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସ୍ପିଚ୍‌   ବିଶେଷ୍ୟ

ଅର୍ଥ : ବହୁତ ଲୋକଙ୍କ ସାମନାରେ କୌଣସି ବିଷୟର ସବିସ୍ତୃତ କଥନ

ଉଦାହରଣ : ଗାନ୍ଧିଜୀଙ୍କ ଭାଷଣ ଶୁଣିବା ନିମନ୍ତେ ଦୂର ଦୂରାନ୍ତରରୁ ଲୋକ ଆସୁଥିଲେ

ସମକକ୍ଷ : ବକ୍ତୃତା, ଭାଷଣ

बहुत से लोगों के सामने किसी विषय का सविस्तार कथन।

गाँधीजी का भाषण सुनने के लिए दूर-दूर से लोग आते थे।
तकरीर, तक़रीर, भाषण

A speech that is open to the public.

He attended a lecture on telecommunications.
lecture, public lecture, talk