ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସ୍ଫୀତି ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସ୍ଫୀତି   ବିଶେଷ୍ୟ

ଅର୍ଥ : କିଛି ବିଶିଷ୍ଟ କାରଣରୁ ଅସ୍ୱାଭାବିକ ବା କୃତ୍ରିମ ଭାବରେ ବଢ଼ିବା ବା ଫୁଲିବା ଅବସ୍ଥା

ଉଦାହରଣ : ରକ୍ତଚାପ ବଢ଼ିଲେ ମସ୍ତିକର ନାଡ଼ିର ଫୁଲା ଅଧିକ ହେବାର ସମ୍ଭାବନା ଥାଏ

ସମକକ୍ଷ : ଫୁଲା

कुछ विशिष्ट कारणों से अस्वाभाविक या कृत्रिम रूप से बढ़ने या फूलने की अवस्था।

रक्तचाप बढ़ने से मस्तिष्क की नाड़ी स्फीति बढ़ने की संभावना रहती है।
स्फीति

The act of filling something with air.

inflation