ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସ୍ୱୀକାରକରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସ୍ୱୀକାରକରିବା   କ୍ରିୟାପଦ

ଅର୍ଥ : କୌଣସି ବସ୍ତୁ, ବ୍ୟକ୍ତିଆଦିଙ୍କୁ ଆପଣେଇନେବା

ଉଦାହରଣ : ମୁଁ ହିନ୍ଦୁଧର୍ମକୁ ଅଙ୍ଗୀକାର କରୁଛି

ସମକକ୍ଷ : ଅଙ୍ଗୀକାରକରିବା, ଆପଣେଇନେବା

किसी वस्तु, व्यक्ति आदि को अपना लेना।

उसने हिन्दू धर्म अपना लिया।
अंगीकार करना, अख़्तियार करना, अख्तियार करना, अपना बनाना, अपना लेना, अपनाना, चुनना, सकारना, स्वीकार करना, स्वीकारना

Admit into a group or community.

Accept students for graduate study.
We'll have to vote on whether or not to admit a new member.
accept, admit, take, take on

ଅର୍ଥ : ଚାପରେ ବା ସଙ୍କଟ ଅବସ୍ଥାରେ ଗୁପ୍ତ କଥା ପ୍ରକାଶ କରିବା

ଉଦାହରଣ : ପୋଲିସ ମାଡ଼ରେ କଏଦୀ ବିବ୍ରତ ହୋଇ ପରିଶେଷରେ ହତ୍ୟା ଘଟଣା କହିପକାଇଲା

ସମକକ୍ଷ : କହିପକାଇବା, କହିପକେଇବା, ମାନିବା

दबाव या संकट की अवस्था में गुप्त बात बता देना।

पुलिस की मार से परेशान क़ैदी ने आख़िर हत्या की बात उगल दी।
उगलना, उगिलना, उग्रहना

Reveal information.

If you don't oblige me, I'll talk!.
The former employee spilled all the details.
spill, talk

ଅର୍ଥ : ମହତ୍ତ୍ୱ ବୁଝିବା

ଉଦାହରଣ : ଏବେ ତ ମାନିବାକୁ ପଡ଼ିବଯେ ଆପଣ ଗୃହବିଜ୍ଞାନର ବିଶେଷଜ୍ଞ

ସମକକ୍ଷ : ମାନିବା

महत्व समझना।

अब तो मानना पड़ेगा कि तुम गृह-विज्ञान की जानकार हो।
मानना

Accept (someone) to be what is claimed or accept his power and authority.

The Crown Prince was acknowledged as the true heir to the throne.
We do not recognize your gods.
acknowledge, know, recognise, recognize