ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ହଇଚଇ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ହଇଚଇ   ବିଶେଷ୍ୟ

ଅର୍ଥ : ଆତଙ୍କିତ ହେବା କାରଣରୁ ଜନ ସାଧାରଣଙ୍କ ମଧ୍ୟରେ ହେଉଥିବା କୋଳାହଳ ଏବଂ ଧାଁ ଦୌଡ଼

ଉଦାହରଣ : ଗାଁରେ ଡାକୁମାନେ ପଶିବାକ୍ଷଣି ହଇଚଇ ଆରମ୍ଭ ହୋଇଗଲା

ସମକକ୍ଷ : ହୋ-ହାଲା

जन साधारण में घबराहट फैलने के कारण होने वाला कोलाहल और दौड़-धूप।

गाँव में डाकुओं के आते ही खलबली मच गई।
आवटना, खलबल, खलबली, हल-चल, हलचल

A violent disturbance.

The convulsions of the stock market.
convulsion, turmoil, upheaval

ଅର୍ଥ : ଚଞ୍ଚଳ ବା ଆତୁରତା କାରଣରୁ ହେଉଥିବା ଅସ୍ଥିରଭାବ

ଉଦାହରଣ : ଅଚାନକ ନିଆଁ ଲାଗିଯିବା ଫଳରେ ହଇଚଇ ପଡ଼ିଗଲା

ସମକକ୍ଷ : ହରବର

जल्दी या उतावलेपन के कारण होनेवाली घबराहट।

अचानक आग लगने पर हड़बड़ी मच गई।
अफरा-तफरी, अफरातफरी, अफ़रा-तफ़री, अफ़रातफ़री, हड़बड़ाहट, हड़बड़ी

A condition of urgency making it necessary to hurry.

In a hurry to lock the door.
haste, hurry

ଅର୍ଥ : ଲୋକଙ୍କ ମଧ୍ୟରେ ହଇଚଇ ବା ଡର ସୃଷ୍ଟି କରୁଥିବା ଅବସ୍ଥା

ଉଦାହରଣ : ଗୁଳି ଚାଲିବା ମାତ୍ରେ ବଜାରରେ ଆତଙ୍କ ଖେଳିଗଲା

ସମକକ୍ଷ : ଆତଙ୍କ

लोगों में घबराहट फैलाने या उनकी हड्डियाँ तक कँपा देने वाली भारी हलचल।

गोली चलते ही बाजार में हड़कंप मच गई।
तहलका, हड़कंप, हड़कम्प

Sudden mass fear and anxiety over anticipated events.

Panic in the stock market.
A war scare.
A bomb scare led them to evacuate the building.
panic, scare