ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ହରଣ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ହରଣ   ବିଶେଷ୍ୟ

ଅର୍ଥ : କୌଣସି ସଂଖ୍ୟାକୁ ଦ୍ୱିତୀୟ ସଂଖ୍ୟା ଦ୍ୱାରା ଭାଗ କରିବା କାମ

ଉଦାହରଣ : ଆଜି ଶ୍ରେଣୀରେ ଗଣିତର ଭାଗକ୍ରିୟା ଶିଖାଯିବ

ସମକକ୍ଷ : ବିଭାଗ, ବିଭାଜନ, ଭାଗ, ଭାଗ କାର୍ଯ୍ୟ, ଭାଗକର୍ମ, ଭାଗକ୍ରିୟା, ହରିବା, ହରିବା କାମ, ହରିବା କାର୍ଯ୍ୟ

किसी संख्या से दूसरी संख्या को भाग देने की क्रिया।

आज गणित की कक्षा में भाग कर्म सिखाया जायेगा।
तकसीम, तक़सीम, तक़्सीम, तक्सीम, भाग, भाग कर्म, विभाजन

An arithmetic operation that is the inverse of multiplication. The quotient of two numbers is computed.

division

ଅର୍ଥ : ଛଡ଼େଇନେବା,ଲୁଟିବା, ବା ଅନୁଚିତ ରୂପରେ ବଳପୂର୍ବକ ନେଇଯିବାର ପ୍ରକ୍ରିୟା

ଉଦାହରଣ : ରାବଣ ସୀତାଙ୍କୁ ହରଣ କରିଥିଲା

ସମକକ୍ଷ : ଅପହରଣ

छीनने, लूटने या अनुचित रूप से बलपूर्वक ले लेने की क्रिया।

रावण ने सीता का हरण किया था।
अवहरण, आहरण, प्रहरण, हरण, हरन, हरना

The act of forcibly dispossessing an owner of property.

capture, gaining control, seizure