ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ହଲଚଲହେବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ହଲଚଲହେବା   କ୍ରିୟାପଦ

ଅର୍ଥ : ବ୍ୟତିବ୍ୟସ୍ତ ହୋଇ ଏପଟସେପଟ ହେବା କ୍ରିୟା

ଉଦାହରଣ : କିଛି ସମୟ ପରେ ମାଆ କୋଳରେ ଶୋଇଥିବା ପିଲାଟି ଏପଟ ସେପଟ ହେଲା

ସମକକ୍ଷ : ଅସ୍ଥିର ହେବା, ଏପଟ ସେପଟ ହେବା, ବ୍ୟତିବ୍ୟସ୍ତ ହେବା

उकताकर हिलना डोलना।

थोड़ी देर बाद ही माँ के गोद में सोया हुआ बच्चा कसमसाया।
कसमसाना, कुलबुलाना

To move in a twisting or contorted motion, (especially when struggling).

The prisoner writhed in discomfort.
The child tried to wriggle free from his aunt's embrace.
squirm, twist, worm, wrestle, wriggle, writhe