ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ହସ୍ତ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ହସ୍ତ   ବିଶେଷ୍ୟ

ଅର୍ଥ : କହୁଣୀ ଠାରୁ ପଞ୍ଝାର ଅଗ୍ରଭାଗ ପର୍ଯ୍ୟନ୍ତ ଶରୀରର ଅଂଶ

ଉଦାହରଣ : ଦୁର୍ଘଟନାରେ ତାର ଡାହାଣ ହାତ କଟିଗଲା

ସମକକ୍ଷ : କର, ହାତ

कोहनी से पंजे के सिरे तक का भाग।

दुर्घटना में उसका दाहिना हाथ टूट गया।
कर, पाणि, हस्त, हाथ

The (prehensile) extremity of the superior limb.

He had the hands of a surgeon.
He extended his mitt.
hand, manus, mitt, paw

ଅର୍ଥ : ଚବିଶ ଆଙ୍ଗୁଳିର ଏକ ମାପ ବା କହୁଣୀରୁ ଆରମ୍ଭ କରି ପଞ୍ଝାର ଆଗ ପର୍ଯ୍ୟନ୍ତ ଲମ୍ବର ମାପ

ଉଦାହରଣ : ଦୁଇହାତ ଲମ୍ବର ଏହି ବସ୍ତ୍ର

ସମକକ୍ଷ : ହାତ

चौबीस अंगुल की एक नाप या कोहनी से पंजे के सिरे तक की लंबाई की नाप।

इस वस्त्र की लंबाई दो हाथ है।
हस्त, हाथ

ଅର୍ଥ : କାନ୍ଧରୁ ପଞ୍ଝା ପର୍ଯ୍ୟନ୍ତ ସେହି ଅଙ୍ଗ ଯାହା ଜିନିଷ ଧରେ ଏବଂ କାମ କରେ

ଉଦାହରଣ : ଭୀମଙ୍କ ବାହୁରେ ବହୁତ ବଳ ଥିଲା

ସମକକ୍ଷ : କର, ବାହୁ, ଭୁଜ, ହାତ

कन्धे से पंजे तक का वह अंग जिससे चीजें पकड़ते और काम करते हैं।

गाँधीजी के हाथ बहुत लंबे थे।
भीम की भुजाओं में बहुत बल था।
अरत्नि, आच, कर, बाँह, बाज़ू, बाजू, बाहु, भुजा, शबर, सारंग, हस्त, हाथ

A human limb. Technically the part of the superior limb between the shoulder and the elbow but commonly used to refer to the whole superior limb.

arm