ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ହାର୍ଦ୍ଦିକ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ହାର୍ଦ୍ଦିକ   ବିଶେଷଣ

ଅର୍ଥ : ହୃଦୟ ବା ଅନ୍ତରାତ୍ମାରେ ହେଉଥିବା ବା ହୃଦୟ ବା ଅନ୍ତରାତ୍ମାରୁ ବାହାରିଥିବା

ଉଦାହରଣ : ଆପଣଙ୍କୁ ଭେଟିବାପାଇଁ ମୋର ହାର୍ଦ୍ଦିକ ଇଚ୍ଛା ଥିଲା ମୋ ହାର୍ଦ୍ଦିକ ଶୁଭେଚ୍ଛା ଗ୍ରହଣ କରନ୍ତୁ

ସମକକ୍ଷ : ସହୃଦୟ

हृदय या अंतरात्मा में होनेवाला या हृदय या अंतरात्मा से निकला हुआ।

आपसे मिलने की मेरी हार्दिक इच्छा थी।
मेरी हार्दिक बधाई स्वीकार करें।
औरस, दिली, रूहानी, हार्दिक