ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ହିଲ୍ଲୋଳ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ହିଲ୍ଲୋଳ   ବିଶେଷ୍ୟ

ଅର୍ଥ : ମନରେ ଉତ୍ପନ୍ନ ହେଉଥିବା ଏକ ସୁଖଦାୟକ ମନୋବେଗ ଯାହା କୌଣସି ପ୍ରିୟ ବା ଅଭିଷ୍ଟ କାମ କରିବା ନିମନ୍ତେ ହୋଇଥାଏ

ଉଦାହରଣ : କନ୍ୟା ମନରେ ପ୍ରିୟତମ ସହ ମିଳନ ନିମନ୍ତେ ଉତ୍ସାହର ଢ଼େଉ ଖେଳିଯାଏ

ସମକକ୍ଷ : ତରଙ୍ଗ, ଲହର, ଢ଼େଉ

मन में उत्पन्न होनेवाला वह सुखदायक मनोवेग जो कोई प्रिय या अभीष्ट काम करने के लिए होता है।

दुलहन के मन में पिया मिलन की उमंग है।
उमंग, उमाह, तरंग, धुन, मौज, लहर, वलवला, हिल्लोल

A feeling of joy and pride.

elation, high spirits, lightness

ଅର୍ଥ : ଏକ ରାଗ

ଉଦାହରଣ : ଗାୟକ ହିଡୋଲ ରାଗ ଗାଇବାରେ ମସ୍ତ ଅଛନ୍ତି

ସମକକ୍ଷ : ହିଡୋଲ, ହିଡୋଲ ରାଗ, ହିଲ୍ଲୋଳ ରାଗ

एक राग।

गायक हिडोल गाने में मस्त है।
हिडोल, हिडोल राग, हिल्लोल, हिल्लोल राग

Any of various fixed orders of the various diatonic notes within an octave.

mode, musical mode

ଅର୍ଥ : ଗୋଟିଏ ରତିବନ୍ଧ

ଉଦାହରଣ : କାମଶାସ୍ତ୍ରରେ ହିଲ୍ଲୋଳର ବର୍ଣ୍ଣନା ମିଳେ

एक रतिबंध।

हिल्लोल का वर्णन कामसूत्र में मिलेगा।
हिल्लोल