ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ହେତୁହେବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ହେତୁହେବା   କ୍ରିୟାପଦ

ଅର୍ଥ : କୌଣସି କାମ, ଘଟଣା ଆଦି ଘଟିବା,କରିବା,ହେବା ଆଦିର କାରଣ ହେବା

ଉଦାହରଣ : ଅତ୍ୟଧିକ ଆତ୍ମବିଶ୍ୱାସ ହିଁ ଆପଣଙ୍କ ଅନୁତ୍ତୀର୍ଣ୍ଣ ହେବାର କାରଣ

ସମକକ୍ଷ : କାରଣ ହେବା, ନିମିତ୍ତହେବା

* किसी काम, घटना आदि के घटने, करने, होने आदि का कारण होना।

अत्यधिक आत्मविश्वास ही आपके अनुत्तीर्ण होने का कारण है।
कारण होना