Meaning : Talk socially without exchanging too much information.
Example :
The men were sitting in the cafe and shooting the breeze.
Synonyms :
chaffer, chat, chatter, chew the fat, chit-chat, chitchat, claver, confab, confabulate, gossip, jaw, natter, visit
ଦୁଇ ବା ଦୁଇରୁ ଅଧିକ ବ୍ୟକ୍ତିଙ୍କ କୌଣସି ପ୍ରସଙ୍ଗ ଉପରେ ଆପୋସ ଆଲୋଚନା
ଆମେ ତୁମ ବିଷୟରେ ହିଁ ଆଲୋଚନା କରୁଥିଲୁ ଏତେ ଦିନ ପରେ ଦେଖାହେଲେ ବି ଶ୍ୟାମ ମୋ ସହିତ କଥା କହିଲା ନାହିଁ
ଆଲୋଚନା,
କଥା,
କଥାବାର୍ତ୍ତା,
ବାର୍ତ୍ତାଳାପ