সদস্য হ’ব
পৃষ্ঠার ঠিকানাটি ক্লিপবোর্ডে অনুলিপি করা হয়েছে।
অর্থ : ଅପରାଧ ଘଟିଥିବା ସ୍ଥାନରେ କୌଣସି ପୁଲିସ ଅଧିକାରୀଙ୍କ ଦ୍ବାରା ପ୍ରମାଣ ତଥା ଯାଞ୍ଚ କରାଯିବାର ପ୍ରଥମ ଦସ୍ତାବିଜ
উদাহরণ : ପଞ୍ଚନାମାରେ କମସେକମ ଦୁଇ ଜଣ ଯାଞ୍ଚ ଅଧିକାରୀ ଏବଂ ଦୁଇ ଜଣ ସାକ୍ଷୀଙ୍କ ହସ୍ତାକ୍ଷର ରହିବା ଜରୁରୀ
সমার্থক : ପଂଚନାମା
অন্য ভাষালৈ অনুবাদ :हिन्दी
अपराध के घटना-स्थल पर किसी पुलिस अफसर द्वारा प्रमाण तथा जाँच परिणामों की बनाई गई पहली सूची।
অর্থ : ଯେଉଁ କାଗଜରେ ପଞ୍ଚାୟତର ସଦସ୍ୟମାନେ ନିଜର ନିର୍ଣ୍ଣୟ ଲେଖନ୍ତି
উদাহরণ : ସମସ୍ତ ପଞ୍ଚାୟତର ସଦସ୍ୟ ପଞ୍ଚନାମାରେ ହସ୍ତାକ୍ଷର କଲେ
সমার্থক : ପଞ୍ଚାୟତପତ୍ର
वह काग़ज़ जिस पर पंचों का अपना निर्णय या फ़ैसला लिखा हो।
ইনস্টল