অর্থ : ଲୋକଙ୍କଠାରୁ ଧନ ବା ଅନ୍ୟ କୌଣସି ବସ୍ତୁ ନେଇ ଏକାଠି କରିବା
							উদাহরণ : 
							ରାଜସ୍ୱ ନିରୀକ୍ଷକ ଖଜଣା ଆଦାୟ କରୁଛନ୍ତି  ଗୁଣ୍ଡାମାନେ ନିଜନିଜ ଅଂଚଳରେ ସାପ୍ତାହିକ ବଟି ଆଦାୟ କରନ୍ତି
							
সমার্থক : ଆଦାୟ କରିବା
অন্য ভাষালৈ অনুবাদ :
অর্থ : ଲୋକମାନଙ୍କଠାରୁ ଧନ ବା ଅନ୍ୟ କୌଣସି ବସ୍ତୁ ନେଇକରି ଏକାଠି କରିବା
							উদাহরণ : 
							ଜମିଦାର ଲୋକଙ୍କଠାରୁ କର ଆଦାୟ କଲେ
							
সমার্থক : ଆଦାୟ କରିବା
অর্থ : ଅନ୍ୟଠାରୁ ନିଜର ଧନ ବା ବସ୍ତୁ ନେବା
							উদাহরণ : 
							ମହାଜନ ଆସାମୀମାନଙ୍କଠାରୁ ଦୁଇଗୁଣା ଆଦାୟ କରନ୍ତି
							
সমার্থক : ଆଦାୟ କରିବା
অন্য ভাষালৈ অনুবাদ :