অর্থ : ମସ୍ତିଷ୍କର ଯେଉଁ ରୋଗରେ ମନ ଓ ବୁଦ୍ଧିର ସନ୍ତୁଳନ ବିଗିଡ଼ି ଯାଏ
							উদাহরণ : 
							ଅତ୍ୟଧିକ ଦୁଃଖ କାରଣରୁ ସେ ଉନ୍ମାଦ ହୋଇଗଲା
							
সমার্থক : ଉନ୍ମତ୍ତତା, ଚିତ୍ତବିଭ୍ରମ, ପାଗଳପଣ, ପାଗଳାମି, ପ୍ରମାଦ, ସ୍ମୃତିବିଭ୍ରମ
অন্য ভাষালৈ অনুবাদ :
मस्तिष्क का वह रोग जिसमें मन और बुद्धि का संतुलन बिगड़ जाता है।
अत्यधिक शोक के कारण उसे उन्माद हो गया।Relatively permanent disorder of the mind.
insanityঅর্থ : ଯାହାର ମସ୍ତିଷ୍କରେ ବିକାର ଆସିଯାଇଛି
							উদাহরণ : 
							ରାମ ନିଜ ଆଖି ଆଗରେ ନିଜ ଘର ଭାଙ୍ଗିଯିବା ଦେଖି ପାଗଳ ହୋଇଗଲା
							
অন্য ভাষালৈ অনুবাদ :
অর্থ : ଯାହାର କିଛି ପାଗଳାମି ବା ଉନ୍ମାଦଭାବ ଅଛି
							উদাহরণ : 
							ସେ ଜଣେ ପାଗଳ ବ୍ୟକ୍ତି
							
অন্য ভাষালৈ অনুবাদ :