অর্থ : ଭୟ, ଚିନ୍ତାଆଦି କାରଣରୁ ମସ୍ତିଷ୍କର ଶିରା ପ୍ରଶିରାରେ ଅସ୍ଥିରତାର କ୍ରିୟା ଯାହାଦ୍ୱାରା ଚିନ୍ତା ବଢ଼ିଯାଏ
							উদাহরণ : 
							ମାନସିକ ଅସ୍ଥିରତା କାରଣରୁ ତାର ଦେହ ଖରାପ ହୋଇଗଲା
							
অন্য ভাষালৈ অনুবাদ :
অর্থ : ବିଚାର କରିବା କ୍ରିୟା ବା ଭାବ
							উদাহরণ : 
							ବହୁତ ବିଚାର କରିବାପରେ ଆମେ ସମସ୍ୟା ସମାଧାନର ମାର୍ଗ ଖୋଜିପାଇଲୁ
							
সমার্থক : ଚିନ୍ତନ, ବିଚାର, ବିବେଚନା, ମନନ
অন্য ভাষালৈ অনুবাদ :
विचार करने की क्रिया या भाव।
बहुत चिंतन के बाद हमने समस्या का हल ढूँढ़ निकाला।The process of using your mind to consider something carefully.
Thinking always made him frown.অর্থ : ମନରେ ଉତ୍ପନ୍ନ ହେଉଥିବା କଥା
							উদাহরণ : 
							ମୋର ଚିନ୍ତା ହେଉଛି ଯେ ଏହି କାମ ବର୍ତ୍ତମାନ ହୋଇଯିବା କଥା  ବିଚାର ଉପରେ ବିବେକର ଅବଶ୍ୟ ଅଙ୍କୁଶ ରହିବା ଆବଶ୍ୟକ
							
অন্য ভাষালৈ অনুবাদ :
অর্থ : ଦ୍ୱିଧା, ଅଶାନ୍ତି, କଠିନତା ତଥା ବ୍ୟାକୁଳତାରୁ ଉତ୍ପନ୍ନ ହେଉଥିବା ମନୋଦଶା
							উদাহরণ : 
							ମୋତେ ଦିନରାତି ଏହି ଚିନ୍ତା ଲାଗିରହିଛି ଯେ ମୁଁ ଏହି କାମ କିଭଳି ଶୀଘ୍ରଶୀଘ୍ର ଶେଷ କରିବି
							
অন্য ভাষালৈ অনুবাদ :