অর্থ : କାର୍ଯ୍ୟଗୁଡ଼ିକର ଶୃଙ୍ଖଳାମଧ୍ୟରୁ ପ୍ରଥମଟି
							উদাহরণ : 
							ସାତ ମ୍ୟାଚବିଶିଷ୍ଟ ଏହି ଶୃଙ୍ଖଳାମଧ୍ୟରୁ ଆମେ ପ୍ରଥମରେ ହିଁ ହାରିଗଲୁ
							
অন্য ভাষালৈ অনুবাদ :
অর্থ : ସମୟ ବା କ୍ରମ ଦୃଷ୍ଟିରୁ ଯାହା ପୂର୍ବର
							উদাহরণ : 
							ପୂର୍ବ ଭାରତ ଓ ଆଜିର ଭାରତ ମଧ୍ୟରେ ଅନେକ ତଫାତ୍ ଅଛି ମୋର ପୂର୍ବ ଘର ବଡ଼ ଥିଲା
							
অন্য ভাষালৈ অনুবাদ :
অর্থ : ଗଣତିରେ ସବୁଠାରୁ ପ୍ରଥମେ ଆସୁଥିବା
							উদাহরণ : 
							ଜବାହରଲାଲ ନେହେରୁ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଥିଲେ
							
সমার্থক : ୧ନଂ
অন্য ভাষালৈ অনুবাদ :
অর্থ : ପ୍ରଥମ ଥର
							উদাহরণ : 
							ମେଳାରେ ରାମ ସହିତ ମୋର ପ୍ରଥମଥରପାଇଁ ଦେଖାହେଲା
							
সমার্থক : ପହିଲିଥର, ପହିଲେ, ପ୍ରଥମଥର, ପ୍ରଥମେ, ସର୍ବପ୍ରଥମ
অন্য ভাষালৈ অনুবাদ :
पहली बार।
मैं राम से पहले पहल मेले में मिला।