অর্থ : ଯାହା ପୂରାପୂରି ପୂର୍ଣ୍ଣ ବା ଭରାହୋଇଛି କିମ୍ବା ଯେଉଁଥିରେ କିଛି କମ୍ ନାହିଁ
							উদাহরণ : 
							ଲାଲାଜୀଙ୍କ ଘର ଧନଧାନ୍ୟରେ ପୂର୍ଣ୍ଣ  ସେଠଜୀଙ୍କ ଜନ୍ମ ଧନ-ଧାନ୍ୟ ପରିପୂର୍ଣ୍ଣ ଘରେ ହୋଇଥିଲା
							
সমার্থক : ପରିପୂରିତ, ପରିପୂର୍ଣ୍ଣ, ପୂର୍ଣ୍ଣ, ଭରପୂର
অন্য ভাষালৈ অনুবাদ :
Completed to perfection.
fulfilledঅর্থ : ଭୋଜନପାଇଁ ପ୍ରସ୍ତୁତ ବା ବ୍ୟବସ୍ଥିତ କରାଯାଇଥିବା, ବିଶେଷ କରି ଯାହା ଉପରେ ଖାଦ୍ୟ ପଦାର୍ଥ ସଜା ଯାଇଥାଏ
							উদাহরণ : 
							ଖାଇବାପାଇଁ ଲୋକମାନେ ଖାଦ୍ୟ ପଦାର୍ଥ ପୂର୍ଣ୍ଣ ଟେବୁଲ ଚାରିପଟେ ବସିଗଲେ
							
সমার্থক : ପୂର୍ଣ୍ଣ
অন্য ভাষালৈ অনুবাদ :