অর্থ : କୌଣସି ବସ୍ତୁଆଦିର ଗୁଣ ବା ଜ୍ଞାନ କେବଳ ଆଖିରେ ବୁଝିହୁଏ
							উদাহরণ : 
							ସେ ଗୋରା ବର୍ଣ୍ଣର ଆମ ଗାଁ ମନ୍ଦିରର ରଙ୍ଗ ଧଳା
							
সমার্থক : ବର୍ଣ୍ଣ
অন্য ভাষালৈ অনুবাদ :
অর্থ : ସେହି ପଦାର୍ଥ ଯେଉଁଥିରେ କୌଣସି ଜିନିଷକୁ ରଞ୍ଜିତ କରାଯାଏ
							উদাহরণ : 
							ଏହି ଶାଢ଼ୀ ଲାଲ୍ ରଙ୍ଗରେ ରଞ୍ଜିତ ହୋଇଛି
							
সমার্থক : ରଂଗ
অন্য ভাষালৈ অনুবাদ :
Any material used for its color.
She used a different color for the trim.অর্থ : ଲାଲ ରଙ୍ଗର ଯେଉଁ ସୌନ୍ଦର୍ଯ୍ୟବର୍ଦ୍ଧକ ପ୍ରସାଧନ ସାମଗ୍ରୀ ଓଠ,ଗାଲ ଆଦିରେ ଲଗାଯାଏ
							উদাহরণ : 
							ମନୋରମା ତା ଓଠରେ ଲିପଷ୍ଟିକ୍ ଲଗାଉଛି
							
সমার্থক : ଲିପଷ୍ଟିକ୍
অন্য ভাষালৈ অনুবাদ :
অর্থ : ମାନବ ନିର୍ମିତ ରାସାୟନିକ ତରଳ ପଦାର୍ଥ ଯାହାଦ୍ୱାରା କୌଣସି ଜିନିଷକୁ ରଙ୍ଗ କରାଯାଏ
							উদাহরণ : 
							ଚେୟାରର ରଙ୍ଗ ମଧ୍ୟ ଶୁଖି ନଥିଲା ଯେ ଛୁଆମାନେ ତା ଉପରେ ବସିଗଲେ
							
অন্য ভাষালৈ অনুবাদ :