অর্থ : ଯେଉଁ ଧନ ଜାମିନଦାରଙ୍କଦ୍ୱାରା କାହାରି ଜାମିନ ରୂପରେ ଜମା କରାଯାଏ
							উদাহরণ : 
							ଅମାନତ ଜମା କରିବା ପରେ ହିଁ ତାଙ୍କୁ ଜାମିନ ମିଳିଲା
							
সমার্থক : ପ୍ରତିଭୂତି
অন্য ভাষালৈ অনুবাদ :
অর্থ : (ଦରକାରବେଳେ କାମରେ ଆସିବା ) କାହାର ପାଖରେ ରଖାଯାଉଥିବା ଅନ୍ୟର ବସ୍ତୁ ବା ଦ୍ରବ୍ୟ
							উদাহরণ : 
							ଆପଣଙ୍କ ଅମାନତ ମୋ ପାଖରେ ସୁରକ୍ଷିତ
							
অন্য ভাষালৈ অনুবাদ :
The delivery of personal property in trust by the bailor to the bailee.
bailmentঅর্থ : ଜାମିନ ବଦଳରେ ଦିଆ ଯାଉଥିବା ଧନରାଶି
							উদাহরণ : 
							ପାଞ୍ଚ ହଜାର ଟଙ୍କା ଅମାନତ ଜମା କରିବାପରେ ହିଁ ରାକେଶକୁ ଜାମିନ ମିଳିଲା
							
অর্থ : ନିଜର କିଛି ଜିନିଷକୁ କିଛି ଦିନପାଇଁ ଅନ୍ୟ କାହାପାଖରେ ରଖିବାର କ୍ରିୟା
							উদাহরণ : 
							ମୁଁ ଅମାନତକୁ ଡରୁଛି
							
অন্য ভাষালৈ অনুবাদ :
অর্থ : କଥାରେ, ଲିଖିତାକାରରେ ଅଥବା କିଛି ଟଙ୍କା ଜମାକରି କୌଣସି ବ୍ୟକ୍ତି ବା କାର୍ଯ୍ୟର ଯେଉଁ ଉତ୍ତରଦାୟିତ୍ୱ ନିଜ ଉପରକୁ ନିଆଯାଏ
							উদাহরণ : 
							ନ୍ୟାୟାଧୀଶ ଅମାନତ ପରିମାଣ ଏକହଜାରଟଙ୍କା ବୋଲି ନିର୍ଦ୍ଧାରଣ କଲେ
							
অন্য ভাষালৈ অনুবাদ :