অর্থ : ମନୁଷ୍ୟ ନିର୍ମିତ ଏକ ବସ୍ତୁ ଯାହା ଧାରଣ କରିବାଦ୍ୱାରା କାହାରି ଶୋଭା ବଢ଼ିଥାଏ
							উদাহরণ : 
							ପ୍ରତ୍ୟେକ ନାରୀ ଗହଣାଗାଣ୍ଠି ପ୍ରିୟ ହୋଇଥାନ୍ତି
							
সমার্থক : ଆଭରଣ, ଆଭୂଷଣ, ଗହଣାଗାଣ୍ଠି, ଭୂଷଣ
অন্য ভাষালৈ অনুবাদ :
অর্থ : ସାହିତ୍ୟରେ ବର୍ଣ୍ଣନା କରିବାର ସେହି ରୀତି ଯେଉଁଥିରେ ଚମତ୍କାର ଓ ରୋଚକତା ଆସେ
							উদাহরণ : 
							ଅଳଙ୍କାର ଦୁଇ ପ୍ରକାର ହୋଇଥାଏ,ଶବ୍ଦାଳଙ୍କାର ଓ ଅର୍ଥାଳଙ୍କାର
							
সমার্থক : ଅଳଂକାର
অন্য ভাষালৈ অনুবাদ :