অর্থ : ଯାହାଦ୍ୱାରା ଆତଙ୍କ ବା ଭୟ ସୃଷ୍ଟି ହୁଏ
							উদাহরণ : 
							ଆମେ ସହରରେ ବ୍ୟାପିଥିବା ଆତଙ୍କଠାରୁ ଦୂରରେ ରହିବାକୁ ହେବ
							
সমার্থক : ଭୟ
অন্য ভাষালৈ অনুবাদ :
जिससे दहशत पैदा हो या जिससे डर लगे।
हमें शहर में फैले हुए दहशत-अंगेज़ों से बच कर रहना होगा।অর্থ : ବହୁତ କଠୋର ବ୍ୟବହାର, ଅତ୍ୟାଚାର, ପ୍ରକୋପଆଦି କାରଣରୁ ଲୋକଙ୍କ ମନରେ ଉତ୍ପନ୍ନ ହେଉଥିବା ଭୟ
							উদাহরণ : 
							କାଶ୍ମୀରରେ ଉଗ୍ରବାଦୀମାନଙ୍କର ଆତଙ୍କ ବ୍ୟାପ୍ତ ହୋଇଛି
							
সমার্থক : ଭୟ
অন্য ভাষালৈ অনুবাদ :
অর্থ : ଲୋକଙ୍କ ମଧ୍ୟରେ ହଇଚଇ ବା ଡର ସୃଷ୍ଟି କରୁଥିବା ଅବସ୍ଥା
							উদাহরণ : 
							ଗୁଳି ଚାଲିବା ମାତ୍ରେ ବଜାରରେ ଆତଙ୍କ ଖେଳିଗଲା
							
সমার্থক : ହଇଚଇ
অন্য ভাষালৈ অনুবাদ :