অর্থ : ଶରୀରରେ ଛାତି ତଳେ ତଥା ପେଟ ଉପରର ଅଂଶ ବା ଭାଗ
							উদাহরণ : 
							ତିନି ଦିନ ଧରି ଖାଦ୍ୟ ନଖାଇବା କାରଣରୁ ତାର ପେଟ ପିଠି ଲାଗିଗଲାଣି
							
অন্য ভাষালৈ অনুবাদ :
অর্থ : ପେଟ ଭିତରେ ଥଳିଭଳି ଏକ ଅଂଶ ଯେଉଁଥିରେ ଖାଇଥିବା ଖାଦ୍ୟପଦାର୍ଥ ଏକାଠି ହୋଇ ହଜମ ହୁଏ
							উদাহরণ : 
							ଅଧିକ ମସଲାଦିଆ ଖାଦ୍ୟ ଖାଇଲେ ପାକସ୍ଥଳୀ ଖରାପ ହୁଏ
							
সমার্থক : ଆମାଶୟ, ଜଠର, ପାକସ୍ଥଳୀ
অন্য ভাষালৈ অনুবাদ :
An enlarged and muscular saclike organ of the alimentary canal. The principal organ of digestion.
breadbasket, stomach, tum, tummy