অর্থ : ଅକାରଣରେ ଲୋକଙ୍କ ସହିତ ଲଢ଼ୁଥିବା ବା ମାରପିଟ କରୁଥିବା ଲୋକ
							উদাহরণ : 
							ଥାନାବାବୁ ଆଜି ଚୌଛକି ଉପରେ ଜଣେ ଗୁଣ୍ଡାକୁ ଧରିପକାଇଲେ  ଏହି ଅଞ୍ଚଳରେ ଦାଦାମାନଙ୍କର ଦାଦାଗିରି ବଢ଼ିଯାଉଛି
							
অন্য ভাষালৈ অনুবাদ :
অর্থ : ଯେଉଁ ଭାଇ ପ୍ରଥମେ ଜନ୍ମ ନେଇଛି
							উদাহরণ : 
							ଶ୍ୟାମର ବଡ଼ଭାଇ ଜଣେ ଅଧ୍ୟାପକ
							
সমার্থক : ଅଗ୍ରଜ, ଜ୍ୟେଷ୍ଠ ଭ୍ରାତା, ନନା, ବଡ ଭାଇ, ଭାଇ, ଭାଇନା
অন্য ভাষালৈ অনুবাদ :
An older brother.
big brother