অর্থ : ଟିଭି,ରେଡ଼ିଓ ଆଦି ମାଧ୍ୟମରେ ପ୍ରସାରିତ ହେଉଥିବା ସେହି ଘଟଣାକ୍ରମ ପ୍ରଧାନ ନାଟକ ଆଦି ଯାହା କୌଣସି ବିଶେଷ ଚରିତ୍ରର ଦୈନନ୍ଦିନ ଜୀବନକୁ ଦର୍ଶାଇ ଥାଏ
							উদাহরণ : 
							ଟିଭିରେ ପ୍ରସାରିତ ହେଉଥିବା ସବୁ ଧାରାବାହିକ କାହାଣୀ ମୋତେ ପରସ୍ପରସହ ସମ୍ବନ୍ଧିତ ହେଲାଭଳି ଲାଗୁଛି
							
সমার্থক : ସିରିୟଲ
অন্য ভাষালৈ অনুবাদ :
অর্থ : ଯାହା ନ ଅଟକି ଏକ ସୂତ୍ରରେ ଧାରାବାହିକ ରୂପେ ଚାଲୁଥାଏ
							উদাহরণ : 
							ତାଙ୍କର ଧାରାବାହିକ ଲେଖା ପ୍ରତି ଶନିବାର ଖବରକାଗଜରେ ବାହାରୁଛି
							
অন্য ভাষালৈ অনুবাদ :
In regular succession without gaps.
Serial concerts.অর্থ : କ୍ରମରେ ଆସିଥିବା
							উদাহরণ : 
							କ୍ରମାଗତ ହାରିବାପରେ ସେନାର ମନୋବଳ ଭାଙ୍ଗିଗଲା
							
সমার্থক : କ୍ରମାଗତ, ନିରନ୍ତର, ନିରବଚ୍ଛିନ
অন্য ভাষালৈ অনুবাদ :
ठीक क्रम या बारी से आया हुआ।
दर्शकों ने क्रमागत खिलाड़ियों का तालियों से स्वागत किया।In regular succession without gaps.
Serial concerts.