অর্থ : ଯେଉଁ ଉପକରଣକୁ ପାତ୍ର ମୁହଁରେ ରଖିକରି କୌଣସି ତରଳ ପଦାର୍ଥ ଢଳାଯାଏ
							উদাহরণ : 
							ତେଲ ତଳେ ଢାଳି ନହେବାପାଇଁ ସେ ଡବାମୁହଁରେ କାହାଳୀ ଲଗାଇଲା
							
অন্য ভাষালৈ অনুবাদ :
A conically shaped utensil having a narrow tube at the small end. Used to channel the flow of substances into a container with a small mouth.
funnelঅর্থ : ଗୋଟିଏ ପୌରାଣିକ ଅସ୍ତ୍ର ଯାହା ବିଷୟରେ କୁହାଯାଏ ଯେ ଏହା ଆଧୁନିକ ବନ୍ଧୁକ ସହିତ ସମାନ ଥିଲା
							উদাহরণ : 
							ନଳିକାରୁ ଗୁଳି ବା ଛୋଟଛୋଟ ତୀର ଛଡା ଯାଉଥିଲା
							
অন্য ভাষালৈ অনুবাদ :
অর্থ : ନଳ ଆକୃତିର କୌଣସି ବସ୍ତୁ
							উদাহরণ : 
							ପଶୁମାନଙ୍କୁ ରୋଗ ହେଲେ ସେମାନଙ୍କୁ ବାଉଁଶ ନଳୀରେ ଔଷଧ ପିଆଇ ଦିଆଯାଏ
							
অন্য ভাষালৈ অনুবাদ :
অর্থ : ବନ୍ଧୁକର ଆଗ ପାଖ ଯାହା ମଧ୍ୟଦେଇ ଗୋଳି ବାହାରି ଥାଏ
							উদাহরণ : 
							ଗୋଳି ଫୁଟିଲା ପରେ ନଳୀରୁ ଧୂଆଁ ବାହାରୁ ଥିଲା
							
সমার্থক : ବନ୍ଧୁକର ନଳୀ
অন্য ভাষালৈ অনুবাদ :
बंदूक का वह अगला भाग जिसमें से होकर गोली निकलती है।
गोली चलने के बाद नली से धुआँ निकल रहा था।