অর্থ : ଗୋଟିଏ ପୌରାଣିକ ଅସ୍ତ୍ର ଯାହା ବିଷୟରେ କୁହାଯାଏ ଯେ ଏହା ଆଧୁନିକ ବନ୍ଧୁକ ସହିତ ସମାନ ଥିଲା
							উদাহরণ : 
							ନଳିକାରୁ ଗୁଳି ବା ଛୋଟଛୋଟ ତୀର ଛଡା ଯାଉଥିଲା
							
অন্য ভাষালৈ অনুবাদ :
অর্থ : ଯେଉଁ ନଳାରେ ମଇଳା ପାଣି ବହେ
							উদাহরণ : 
							ଘରଗୁଡ଼ିକର ନଳାପାଣି ଗଳିରେ ଜମା ହେଲେ ବିଭିନ୍ନ ପ୍ରକାରର ରୋଗ ଉତ୍ପନ୍ନ ହୋଇଥାଏ
							
সমার্থক : ନଳା
অন্য ভাষালৈ অনুবাদ :
অর্থ : ଯେଉଁ ଜଳମାର୍ଗରେ ବର୍ଷାପାଣି ବହେ
							উদাহরণ : 
							ଲଗାଣ ବର୍ଷା ହେବାରୁ ନାଳଗୁଡ଼ିକ ଉଛୁଳି ପଡ଼ୁଛି
							
অন্য ভাষালৈ অনুবাদ :
A passage for water (or other fluids) to flow through.
The fields were crossed with irrigation channels.অর্থ : ଏହି ବଡ଼ ନଳା ଯେଉଁଥିରେ ବର୍ଷା ପାଣି ବା ମଇଳା ପାଣିଆଦି ପ୍ରବାହିତ ହୁଏ
							উদাহরণ : 
							ଏହି ନଳାର ପାଣି ସହରଠାରୁ ଦୂରରେ ଏକ ନଦୀରେ ଯାଇପଡ଼ିଛି
							
সমার্থক : ନଳା
অন্য ভাষালৈ অনুবাদ :