অর্থ : ଯେଉଁ ସମିତି ନିକଟରେ ନିରୀକ୍ଷଣାତ୍ମକ ବା ପର୍ଯ୍ୟବେକ୍ଷିତ ଶକ୍ତି ଥାଏ
							উদাহরণ : 
							ପରିଷଦର ନିର୍ଣ୍ଣୟ ସର୍ବମାନ୍ୟ ହେବ
							
সমার্থক : ବୋର୍ଡ଼
অন্য ভাষালৈ অনুবাদ :
অর্থ : ଏକ ସଙ୍ଗେ କୌଣସି କାମ କରିବାପାଇଁ ଲୋକମାନଙ୍କ ଏକ ସମୂହ
							উদাহরণ : 
							ରାମ ଏକ ବେସରକାରୀ ସଂଗଠନର ସଦସ୍ୟ
							
সমার্থক : ପ୍ରତିଷ୍ଠାନ, ସଂଗଠନ, ସଂସ୍ଥା
অন্য ভাষালৈ অনুবাদ :
অর্থ : ଲୋକଙ୍କ ସଭା ଯାହା ବିଚାର -ବିମର୍ଷପାଇଁ ହୋଇଥାଏ
							উদাহরণ : 
							ପରିଷଦରେ ବିଭିର୍ନ୍ନ ଦାବି ଉପରେ ବିଚାର-ବିମର୍ଷ ହେଲା
							
সমার্থক : କାଉନସିଲ
অন্য ভাষালৈ অনুবাদ :