অর্থ : ନଦୀ ପାରହେବାପାଇଁ ତିଆରି କରାଯାଇଥିବା କାଠ କିମ୍ବା ଖମ୍ବଯୁକ୍ତ ସିମେଣ୍ଟ ରାସ୍ତା
							উদাহরণ : 
							ନଦୀଗୁଡିକ ଉପରେ ଜାଗା ଜାଗାରେ ପୋଲ ତିଆରି କରାଯାଉଛି
							
অন্য ভাষালৈ অনুবাদ :
অর্থ : ବହୁତ ଛୋଟ ପୋଲ ଯାହା ପ୍ରାୟତଃ ଛୋଟ ନାଳସବୁ ପାରି କରିବାପାଇଁ ରାସ୍ତାରେ ତିଆରି କରାଯାଇଥାଏ
							উদাহরণ : 
							ବିଦ୍ୟାଳୟକୁ ଯିବା ସମୟରେ ପିଲାମାନଙ୍କୁ ପୋଲ ପାରିକରି ଯିବାକୁ ପଡ଼େ
							
অন্য ভাষালৈ অনুবাদ :