অর্থ : କୌଣସି ପ୍ରଦେଶରେ ରହୁଥିବା ସମସ୍ତ ଲୋକ
							উদাহরণ : 
							ସମଗ୍ର ରାଜ୍ୟ ଦରଦାମ ବୃଦ୍ଧିର ପ୍ରଭାବରେ ଆକ୍ରାନ୍ତ
							
অন্য ভাষালৈ অনুবাদ :
অর্থ : କୌଣସି ଦେଶର ଏକ ବିଭାଗ ଯାହାର ବାସିନ୍ଦାଙ୍କ ଶାସନପଦ୍ଧତି, ଭାଷା, ଚାଲିଚଳଣି, ବ୍ୟବହାରଆଦି ଅନ୍ୟମାନଙ୍କଠାରୁ ଭିନ୍ନ ଓ ସ୍ୱତନ୍ତ୍ର ହୋଇଥାଏ
							উদাহরণ : 
							ସ୍ୱତନ୍ତ୍ର ଭାରତରେ ବର୍ତ୍ତମାନ ଅଣତିରିଶଟି ପ୍ରଦେଶ ଅଛି
							
সমার্থক : ରାଜ୍ୟ
অন্য ভাষালৈ অনুবাদ :
অর্থ : ସେହି ଦେଶ,ପ୍ରଦେଶ,ଜିଲ୍ଲା,କ୍ଷେତ୍ର,ସହର,ଗାଁ ଆଦି ଯେଉଁଠାରେ ଆପଣ (ବା କୌଣସି ବ୍ୟକ୍ତି) ରହିଥାନ୍ତି
							উদাহরণ : 
							ଭାରତ ମୋ ଦେଶ
							
সমার্থক : ଅଞ୍ଚଳ, ଦେଶ, ମୁଲକ, ରାଜ୍ୟ, ରାଷ୍ଟ୍ର
অন্য ভাষালৈ অনুবাদ :
The country or state or city where you live.
Canadian tariffs enabled United States lumber companies to raise prices at home.