অর্থ : ଗୋଳାବାରୁଦ ଆଦି ଫୁଟି ହେଉଥିବା ଶବ୍ଦ
							উদাহরণ : 
							ଜୋରରେ ବିସ୍ଫୋଟନ ହେଲା ଏବଂ ଦେଖୁ ଦେଖୁ ଏକ ବିରାଟ ଅଟ୍ଟାଳିକା ମାଟିରେ ମିଶିଗଲାବମ୍ ବିସ୍ଫୋଟନ ଶୁଣି ଭିଡ଼ ଛିନ୍ନ-ଛତ୍ର ହୋଇଗଲା
							
সমার্থক : ଧମାକା
অন্য ভাষালৈ অনুবাদ :
অর্থ : ଭିତରେ ଭର୍ତ୍ତିହୋଇଥିବା ନିଆଁ ବା ଗରମର ଫୁଟି ଉଠିବା କାରଣରୁ ବାହାରକୁ ଆସିବାର କ୍ରିୟା
							উদাহরণ : 
							ଆଗ୍ନେୟଗିରିର ବିସ୍ଫୋରଣରେ ବହୁତ କ୍ଷତି ହେଲା
							
সমার্থক : ବିସ୍ଫୋରଣ
অন্য ভাষালৈ অনুবাদ :
অর্থ : ଭିତରର ଉତ୍ତାପରେ ବାହାର ଅଂଶ ଗରମ ହେବା ଓ ଫାଟିଯିବାର କ୍ରିୟା
							উদাহরণ : 
							ବମ୍ ବିସ୍ଫୋଟନରେ କୋଡ଼ିଏ ଜଣ ଲୋକଙ୍କ ପ୍ରାଣ ଚାଲିଗଲା
							
সমার্থক : ବିସ୍ଫୋରଣ
অন্য ভাষালৈ অনুবাদ :