অর্থ : ଭିତରେ ଭର୍ତ୍ତିହୋଇଥିବା ନିଆଁ ବା ଗରମର ଫୁଟି ଉଠିବା କାରଣରୁ ବାହାରକୁ ଆସିବାର କ୍ରିୟା
							উদাহরণ : 
							ଆଗ୍ନେୟଗିରିର ବିସ୍ଫୋରଣରେ ବହୁତ କ୍ଷତି ହେଲା
							
সমার্থক : ବିସ୍ଫୋଟନ
অন্য ভাষালৈ অনুবাদ :
অর্থ : ଭିତରର ଉତ୍ତାପରେ ବାହାର ଅଂଶ ଗରମ ହେବା ଓ ଫାଟିଯିବାର କ୍ରିୟା
							উদাহরণ : 
							ବମ୍ ବିସ୍ଫୋଟନରେ କୋଡ଼ିଏ ଜଣ ଲୋକଙ୍କ ପ୍ରାଣ ଚାଲିଗଲା
							
সমার্থক : ବିସ୍ଫୋଟନ
অন্য ভাষালৈ অনুবাদ :