অর্থ : ପାଣି ବା କୌଣସି ତରଳ ପଦାର୍ଥରେ ବୁଡ଼େଇବା
							উদাহরণ : 
							ସ୍ୱାମୀଜୀ ପାଣି ପିଇବାପାଇଁ ନଦୀରେ କମଣ୍ଡଳୁ ବୁଡ଼ାଇଲେ
							
অন্য ভাষালৈ অনুবাদ :
অর্থ : କଳଂକିତ ବା ବଦନାମ କରି କି ନଷ୍ଟକରିବା
							উদাহরণ : 
							ଦୁଷ୍ଟ ଲୋକ ନିଜ ଦୁଷ୍ଟତା ଯୋଗୁ ନିଜ ମାତାପିତାଙ୍କ ନାଁ ବୁଡ଼େଇ ଦିଅନ୍ତି
							
সমার্থক : କଳଙ୍କିତକରିବା, ତଳକୁକରିବା, ନାକକାଟିଦେବା, ବଦନାମକରିବା, ମାଟିରେମିଶେଇବା, ମୁଣ୍ଡ ତଳକୁ କରିବା
অন্য ভাষালৈ অনুবাদ :
कलंकित या बदनाम करके नष्ट करना।
दुष्ट व्यक्ति अपनी दुष्टता से अपने माता-पिता का नाम डुबा देता है।