অর্থ : ସେତିକି ବସ୍ତୁ ବା ଅଂଶ ଯାହାକୁ ଥରକରେ ଘଣାରେ ଢାଳି ପେଡ଼ା ଯାଇପାରେ ବା ଚକିରେ ପେଷା ଯାଇପାରେ
							উদাহরণ : 
							ପେଷିବା ପାଇଁ ଆଉ ଦୁଇ ଥର ବାକି ଅଛି
							
অন্য ভাষালৈ অনুবাদ :
অর্থ : କ୍ଲାନ୍ତି ଦୂରକରିବାପାଇଁ କାହାରି ଶରୀରରେ ମୁଠିଦ୍ବାରା ଧୀରେ ଧୀରେ ଆଘାତ କରିବା ପ୍ରକ୍ରିୟା
							উদাহরণ : 
							ସେଠଜୀ ସେବକରାମଠାରୁ ମୁଥ ଖାଉଛନ୍ତି
							
অন্য ভাষালৈ অনুবাদ :
बँधी हुई मुट्ठिओं से किसी के शरीर पर उसकी थकावट दूर करने के लिए धीरे-धीरे आघात करने की क्रिया।
सेठजी सेवकराम से मुक्की लगवा रहे हैं।অর্থ : ମୁଷ୍ଠିଦ୍ୱାରା କରିବା ପ୍ରହାର
							উদাহরণ : 
							କେବେ କେବେ ମୁଷ୍ଠିଘାତ ବି ଜଣକ ଜୀବନ ନେଇପାରେ
							
সমার্থক : ଘୁଷା, ଘୁଷି, ମୁଷ୍ଠିଘାତ, ମୁଷ୍ଠିପ୍ରହାର
অন্য ভাষালৈ অনুবাদ :