অর্থ : କୌଣସି କାମ ବା ଉଦ୍ଦେଶ୍ୟ ସାଧନପାଇଁ ଅଭିପ୍ରେତ ଲୋକସମୂହ
							উদাহরণ : 
							ଆଜିକାଲି ସମାଜରେ ନିତି ନୂଆ ନୂଆ ଦଳ ମୁଣ୍ଡ ଟେକୁଛନ୍ତି
							
অন্য ভাষালৈ অনুবাদ :
অর্থ : ଏକ ସ୍ଥାନରେ ଉପସ୍ଥିତ ବା ଏକରୁ ଅଧିକ ଲୋକ, ପଶୁ ଯାହାଙ୍କୁ ଏକ ଏକକ ରୂପେ ଗ୍ରହଣ କରାଯାଏ
							উদাহরণ : 
							ଚାଷଜମିକୁ ପଶୁଗୋଠ ନଷ୍ଟଭ୍ରଷ୍ଟ କରିଦେଉଛି
							
সমার্থক : ଗଣ, ଗୋଠ, ଦଳ, ପଲ, ବୃନ୍ଦ, ସମୁଦାୟ, ସମୂହ
অন্য ভাষালৈ অনুবাদ :
एक स्थान पर उपस्थित एक से अधिक मनुष्य, पशु आदि जो एक इकाई के रूप में माने जाएँ।
खेतों को पशुओं का समुदाय तहस-नहस कर रहा है।A large indefinite number.
A battalion of ants.