অর্থ : ଯେଉଁ ବ୍ୟକ୍ତିଙ୍କୁ ଲକ୍ଷ୍ୟ କରି କୌଣସି କଥା କୁହାଯାଏ
							উদাহরণ : 
							ସେ ମୋତେ ତାଙ୍କ ଲକ୍ଷ୍ୟରେ ରଖିଛନ୍ତି
							
অন্য ভাষালৈ অনুবাদ :
অর্থ : ଯାହା ଉପରେ ନିର୍ଦ୍ଦେଶ କରାଯାଇଛି
							উদাহরণ : 
							ଆପଣଙ୍କ ଲକ୍ଷ୍ୟ କେଉଁଠି?
							
অন্য ভাষালৈ অনুবাদ :
অর্থ : ଯାହାକୁ କୌଣସି ଉଦ୍ଦେଶ୍ୟରେ ଦୃଷ୍ଟି ରଖାଯାଏ ବା ଉଦ୍ଦିଷ୍ଟ ପଦାର୍ଥ ବା କଥା
							উদাহরণ : 
							ଏ ବର୍ଷ ଧାନ ଉତ୍ପାଦନର ଲକ୍ଷ୍ୟ ଦଶ ଲକ୍ଷ ଟନ୍ ରଖାଯାଇଛି
							
অন্য ভাষালৈ অনুবাদ :