অর্থ : ଏକ ପ୍ରକାରର ତୋପ
উদাহরণ :
ଶତ୍ରୁମାନେ ଜାଲ ଦ୍ୱାରା ଦୁର୍ଗକୁ ଧ୍ୱଂସ କରିଦେଲେ
অন্য ভাষালৈ অনুবাদ :
অর্থ : ସୂତା, ତାର, ବା ରସି ଆଦି ଦ୍ୱାରା ସମାନ ଅନ୍ତରାଳରେ ଛାଡ଼ିଛାଡ଼ି ବୁଣା ଯାଇଥିବା ଏକ ଉପକରଣ
উদাহরণ :
ଫଳ ଦୋକାନରେ କିଛି ଫଳ ଜାଲରେ ଟଙ୍ଗାହୋଇଥିଲା
সমার্থক : ନେଟ୍
অন্য ভাষালৈ অনুবাদ :
অর্থ : ଲାକ୍ଷଣିକ ଅର୍ଥରେ ,କିଛି ଏପରି ଯୁକ୍ତି ଯେଉଁଥିନେଇ କୌଣସି ବାହାର ଲୋକ ପ୍ରାୟତଃ ଅସାବଧାନତାବଶତଃ ଧୋକା ଖାଏ
উদাহরণ :
ତୁମରି ଫାନ୍ଦରେ କେହିବି ଫସିଯିବ
সমার্থক : କୌଶଳ, ଚାଲ୍, ଫାନ୍ଦ, ଫାଶ
অন্য ভাষালৈ অনুবাদ :
लाक्षणिक अर्थ में, कोई ऐसी युक्ति जिसके कारण कोई दूसरा व्यक्ति प्रायः असावधानी के कारण धोखा खाता हो।
तुम्हारे जाल में कोई भी फँस जाएगा।অর্থ : ଏକାଠି ବୁଣାଯାଇଥିବା ବା ଗୁନ୍ଥାଯାଇଥିବା ଅନେକ ବସ୍ତୁର ସମୂହ
উদাহরণ :
ଶରୀରରେ ତନ୍ତୁଗୁଡ଼ିକର ଜାଲ ବିଛେଇ ହୋଇଛି
অন্য ভাষালৈ অনুবাদ :
অর্থ : ଏପରି କରାଯାଇଥିବା ବ୍ୟବସ୍ଥା ବା ପରିସ୍ଥିତି ଯେଉଁଥିରେ ପଶିଲେ ମୁକୁଳିବାର ବାଟ ନଥାଏ
উদাহরণ :
ପୁଲିସ୍ ଖୁଣୀକୁ ଧରିବା ଲାଗି ଜାଲ ବିଛାଇ ଚାଲିଛି
অন্য ভাষালৈ অনুবাদ :
অর্থ : ଯେଉଁ ଜାଲରେ ବୁଢ଼ିଆଣୀ କୀଟ-ପତଙ୍ଗମାନଙ୍କୁ ଧରେ
উদাহরণ :
ଛୋଟ ଛୋଟ କୀଟ ଜାଲରେ ପଡ଼ି ବୁଢ଼ିଶିକାର ହୁଅନ୍ତି
সমার্থক : ବୁଢ଼ିଆଣୀ ଜାଲ
অন্য ভাষালৈ অনুবাদ :