ଅର୍ଥ : ଯାହାପାଇଁ କୌଣସି ଅଙ୍କୁଶ ବା ବାଧା ନାହିଁ
							ଉଦାହରଣ : 
							ହିଟଲର୍ ଜଣେ ନିରଙ୍କୁଶ ଶାସକ ଥିଲେ
							
ସମକକ୍ଷ : ଅପ୍ରତିଦ୍ୱନ୍ଦୀ, ଅପ୍ରତିବଦ୍ଧ, ବାଧାହୀନ, ଯଥେଚ୍ଛାଚାରୀ, ସ୍ୱଚ୍ଛନ୍ଦ
ଅନ୍ୟ ଭାଷାରେ ଅନୁବାଦ :
जिसके लिए कोई अंकुश या रुकावट न हो।
हिटलर एक निरंकुश शासक था।