ଅର୍ଥ : ଏପରି କରିବା ଯେପରିଁ କୌଣସି ବସ୍ତୁ ବା ବ୍ୟକ୍ତି ଗୋଟିଏ ସ୍ଥାନରୁ ଚାଲିକରି ଅନ୍ୟ ଏକ ସ୍ଥାନକୁ ଆସିଯିବ
ଉଦାହରଣ :
ମୁଁ ଆପଣଙ୍କ ଜିନିଷ ଯଥା ସ୍ଥାନରେ ପହଞ୍ଚାଇ ଦେଲି ମୁଁ ପ୍ରଥମେ ଜେଜେଙ୍କୁ ଘରେ ଛାଡ଼ିବି ତାପରେ ଆସିବି
ସମକକ୍ଷ :
ପହଞ୍ଚାଇବା
ଅନ୍ୟ ଭାଷାରେ ଅନୁବାଦ :
ऐसा करना कि कोई वस्तु या व्यक्ति एक स्थान से चलकर दूसरे स्थान पर आ जाए।
मैंने आपका समान यथा स्थान पहुँचा दिया।
पहले मैं दादाजी को घर पहुँचाऊँगा फिर आऊँगा।
छोड़ना,
पहुँचाना,
पहुंचाना
Bring to a destination, make a delivery.
Our local super market delivers.
deliver