Meaning : ଭିତରେ ଭର୍ତ୍ତିହୋଇଥିବା ନିଆଁ ବା ଗରମର ଫୁଟି ଉଠିବା କାରଣରୁ ବାହାରକୁ ଆସିବାର କ୍ରିୟା
							Example : 
							ଆଗ୍ନେୟଗିରିର ବିସ୍ଫୋରଣରେ ବହୁତ କ୍ଷତି ହେଲା
							
Synonyms : ବିସ୍ଫୋଟନ
Translation in other languages :
Meaning : ଭିତରର ଉତ୍ତାପରେ ବାହାର ଅଂଶ ଗରମ ହେବା ଓ ଫାଟିଯିବାର କ୍ରିୟା
							Example : 
							ବମ୍ ବିସ୍ଫୋଟନରେ କୋଡ଼ିଏ ଜଣ ଲୋକଙ୍କ ପ୍ରାଣ ଚାଲିଗଲା
							
Synonyms : ବିସ୍ଫୋଟନ
Translation in other languages :