Subscribe
URL of the page has been copied to clipboard.
Meaning : କୌଣସି ବସ୍ତୁ ବା ବ୍ୟକ୍ତିଙ୍କୁ ଜଗାରଖା ବା ରକ୍ଷା କରିବା ନିମନ୍ତେ ଅଥବା ସେମାନଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରୁ ଚାଲିଗଲାବେଳେ ଅଟକାଇବା ପାଇଁ ପହରାଦାରଙ୍କୁ ନିଯୁକ୍ତ କରିବାର କ୍ରିୟା
Example : ପହରାଦାର ତତ୍ପରତା ସହିତ ପହରା ଦେଉଛି
Synonyms : ପହରା
Translation in other languages :हिन्दी English
किसी वस्तु या व्यक्ति की देख-रेख या रक्षा आदि के लिए अथवा उसे निर्दिष्ट स्थान से हटने से रोकने के लिए पहरेदारों को नियुक्त करने की क्रिया।
A purposeful surveillance to guard or observe.
Install App